Masthead

ବିକାଶର ଦିଗରେ ଭାରତ ଆଗକୁ ବଢୁଛି: ନବୀନ ପଟ୍ଟନାୟକ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ନୂଆ ବିକାଶ ଆଡକୁ ଗତି କରୁଛି ବୋଲି ସମ୍ବଲପୁର ଆଇଆଇଏମ୍ ର ପ୍ରଧାନମନ୍ତ୍ରୀ ଶୁଭ ଉଦଘାଟନ କରିବା ସମୟରେ ନିଜର ଅଭିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଇଆଇଏମର ଶୁଭ ଉଦଘାଟନ ନେଇ ଛାତ୍ର ଛାତ୍ରଙ୍କୁ ଶୁବେଚ୍ଛା ଜଣାଇବାସହ ସେ କହିଛନ୍ତି ଭାରତର ଏକ ସୁବଣ୍ଣ ସମୟ ଆସିଛି । ଭାରତର ଯୁବପିଡି ନୂତନ ଶିକ୍ଷା ଗ୍ରହଣ କରୁଛନ୍ତି । କୋଟି କୋଟି ଯୁବପିଡି ଉଚ୍ଚ ଶିକ୍ଷିତ ହେଉଛନ୍ତି । ଏନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ନବୀନ ପଟ୍ଟନାୟକ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା