Masthead

୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ ଲଢିବା ନେଇ ଘୋଷଣା ହୋଇଛି । ଏହାପୂର୍ବରୁ ୨୦୧୯ରେ ହିଞ୍ଜିଳି ସହ ବିଜେପୁର ଆସନରୁ ନିର୍ବାଚନ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ସେହିପରି

ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ
ପଦ୍ମପୁର- ବର୍ଷା ସିଂ ବରିହା
କୁଚିଣ୍ଡା- ରାଜେନ୍ଦ୍ର ଛତ୍ରିଆ
ଦେବଗଡ଼- ଅରୁନ୍ଧତି ଦେବୀ
ଅନୁଗୁଳ- ସଞ୍ଜୁକ୍ତା ସିଂହ
ନିମାପଡ଼ା- ଦିଲ୍ଲୀପ ନାୟକ
ସାନଖେମୁଣ୍ଡି- ସୁଲକ୍ଷଣା ଗୀତାଞ୍ଜଳି ଦେବୀ
ଜୟପୁର- ଇନ୍ଦିରା ନନ୍ଦ
ସମ୍ବଲପୁର, ରେଢାଖୋଲ ପ୍ରାର୍ଥୀ ପରିବର୍ତ୍ତନ ହୋଇଛି । ରେଢାଖୋଲରୁ ଲଢିବେ ପ୍ରସନ୍ନ ଆଚାର୍ଯ୍ୟ । ସମ୍ବଲପୁରରୁ ରୋହିତ ପୂଜାରୀ ଲଢିବେ ରୋହିତ ପୂଜାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି