Masthead

ଓଡ଼ିଶା ବିଧାନସଭାରେ ନୂଆ ଭୂମିକାରେ ନଜର ଆସିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ନିର୍ବାଚନରେ କାହିଁକି କ୍ଷମତାଚ୍ୟୁତ ହେଲା ବିଜେଡି ? ଅଧାରେ ରହିଗଲା ନବୀନଙ୍କ ରେକର୍ଡ । ଦେଶରେ ସର୍ବାଧିକ ସମୟ ଶାସନ କରି ନବୀନ ଆଉ ମାତ୍ର କେଇଟା ଦିନ ପରେ ରେକର୍ଡ ସ୍ଥାପନ କରିଥାନ୍ତେ । ହେଲେ ବିଜେଡିର ଭୁଲ ରଣନୀତି ଓ ମୋଦି ହାୱା ସବୁକିଛି ଓଲଟପାଲଟ କରିଦେଲା । ଓଡ଼ିଶାରେ ଧରାଶାୟୀ ହୋଇଗଲା ବିଜେଡି ସରକାର । ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏଥର ଓଡ଼ିଶା ବିଧାନସଭାରେ ନୂଆ ଭୂମିକାରେ ନଜର ଆସିବେ ।

ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକଙ୍କ ନାଁକୁ ପ୍ରସ୍ତାବ ଦେଇଛନ୍ତି ଦଳୀୟ ନେତା । ଫଳରେ ନବୀନ ବିରୋଧୀ ଦଳ ନେତା ହେବା ସମ୍ଭାବନା ବଢିଯାଇଛି । ସେହିପରି ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଭାବେ ଦେଖିବାକୁ ମିଳିପାରେ । ଏବଂ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ବିରୋଧୀ ଦଳ ଉପନେତା କରିବାକୁ ବିଜେଡି ଯୋଜନା କରୁଛି ବୋଲି ଜଣାପଡ଼ୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା