ଓଡ଼ିଶା ବିଧାନସଭାରେ ନୂଆ ଭୂମିକାରେ ନଜର ଆସିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ନିର୍ବାଚନରେ କାହିଁକି କ୍ଷମତାଚ୍ୟୁତ ହେଲା ବିଜେଡି ? ଅଧାରେ ରହିଗଲା ନବୀନଙ୍କ ରେକର୍ଡ । ଦେଶରେ ସର୍ବାଧିକ ସମୟ ଶାସନ କରି ନବୀନ ଆଉ ମାତ୍ର କେଇଟା ଦିନ ପରେ ରେକର୍ଡ ସ୍ଥାପନ କରିଥାନ୍ତେ । ହେଲେ ବିଜେଡିର ଭୁଲ ରଣନୀତି ଓ ମୋଦି ହାୱା ସବୁକିଛି ଓଲଟପାଲଟ କରିଦେଲା । ଓଡ଼ିଶାରେ ଧରାଶାୟୀ ହୋଇଗଲା ବିଜେଡି ସରକାର । ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏଥର ଓଡ଼ିଶା ବିଧାନସଭାରେ ନୂଆ ଭୂମିକାରେ ନଜର ଆସିବେ ।

ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକଙ୍କ ନାଁକୁ ପ୍ରସ୍ତାବ ଦେଇଛନ୍ତି ଦଳୀୟ ନେତା । ଫଳରେ ନବୀନ ବିରୋଧୀ ଦଳ ନେତା ହେବା ସମ୍ଭାବନା ବଢିଯାଇଛି । ସେହିପରି ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଭାବେ ଦେଖିବାକୁ ମିଳିପାରେ । ଏବଂ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ବିରୋଧୀ ଦଳ ଉପନେତା କରିବାକୁ ବିଜେଡି ଯୋଜନା କରୁଛି ବୋଲି ଜଣାପଡ଼ୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’