Masthead

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନ ଆସି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ । ସଂଖ୍ୟା ଗରିଷ୍ଠତା ହରେଇବା ପରେ ଆଜି ରାଜଭବନ ଆସି ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଇଛନ୍ତି ନବୀନ ।

ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ଦୀର୍ଘ ୨୪ ବର୍ଷରୁ ଅଧିକ ସମୟର ଶାସନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି । ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି