Masthead

ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ । ବିମାନ ଯାଞ୍ଚ କଲେ ନିର୍ବାଚନ କମିଶନ ଅଧିକାରୀ । ନୂଆପଡ଼ା ଉପନିର୍ବାଚନରେ ପ୍ରଚାର ପାଇଁ ଯାଇଥିଲେ ନବୀନ । ପ୍ରଚାର ପାଇଁ ଯିବା ବେଳେ ବିମାନ ଯାଞ୍ଚ । ନୂଆପଡ଼ା ଉପ-ନିର୍ବାଚନ ପାଇଁ ଗତକାଲି ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ନବୀନ ପଟ୍ଟନାୟକ ।  ଏହି ସମୟରେ ଆଦର୍ଶ ଆଚରଣ ବିଧି ଆଧାରରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରିଥିଲେ ଫ୍ଲାଇଂ ସ୍କ୍ବାଡ୍‌  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା