Masthead

ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ । ବିମାନ ଯାଞ୍ଚ କଲେ ନିର୍ବାଚନ କମିଶନ ଅଧିକାରୀ । ନୂଆପଡ଼ା ଉପନିର୍ବାଚନରେ ପ୍ରଚାର ପାଇଁ ଯାଇଥିଲେ ନବୀନ । ପ୍ରଚାର ପାଇଁ ଯିବା ବେଳେ ବିମାନ ଯାଞ୍ଚ । ନୂଆପଡ଼ା ଉପ-ନିର୍ବାଚନ ପାଇଁ ଗତକାଲି ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ନବୀନ ପଟ୍ଟନାୟକ ।  ଏହି ସମୟରେ ଆଦର୍ଶ ଆଚରଣ ବିଧି ଆଧାରରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରିଥିଲେ ଫ୍ଲାଇଂ ସ୍କ୍ବାଡ୍‌  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା