Masthead

ଫୁଲ ତୋଡା ନୁହେଁ ପ୍ଳାଜମା ଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କରୋନା କଟକଣାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଜନ୍ମଦିନ ପାଳନ ନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗରିବଙ୍କୁ ସାହାଯ୍ୟ କରିବା, ରକ୍ତଦାନ ଓ ପ୍ଳାଜମା ଦାନ କରିବା ଲାଗି ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଛା ନିମନ୍ତେ ସବୁବେଳେ ଋଣୀ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରକ୍ତ ଅଭାବରୁ ଯେମିତି କାହାର ମୃତ୍ୟୁ ନହେଉ ଓ ପ୍ଳାଜମା ଦାନ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ମଧ୍ୟ ରାଜ୍ୟରେ ହୋଇଥିବା ବାତ୍ୟା ବିପର୍ଯ୍ୟୟ ସମୟରେ ନିଜର ଜନ୍ମଦିନ ପାଳନ କରିନଥିଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର