Masthead

ପାଣ୍ଡିଆନଙ୍କୁ ସୁରକ୍ଷା ଦେଲେ ନବୀନ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ପରାଜୟକୁ ନେଇ ସଭାପତି ନବୀନ ପଟ୍ଟନାୟକଙ୍କ ବଡ଼ ବୟାନ । କହିଛନ୍ତି ମୋ ଉତ୍ତରାଧିକାରୀ ପାଣ୍ଡିଆନ ନୁହଁନ୍ତି । ଆଉ ଥରେ ସ୍ପଷ୍ଟ କରୁଛି । ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ । ପାଣ୍ଡିଆନଙ୍କୁ ସମାଲୋଚନା ଦୁର୍ଭାଗ୍ୟଜନକ । ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା ।

ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ ସ୍ୱୀକାର କରୁଛୁ । ପରାଜୟ ସତ୍ତ୍ବେ ରାଜ୍ୟବାସୀଙ୍କ ପାଇଁ ସେବା ଜାରି ରଖିବି । ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ । ଅଫିସର ଭାବେ କାମ କରି ଅବସର ନେଇ ବିଜେଡିରେ ମିଶିଥିଲେ । ସେ କୌଣସି ପଦ ପଦବୀରେ ନାହାନ୍ତି, ନିର୍ବାଚନ ଲଢ଼ି ନାହାନ୍ତି ବୋଲି କହିଛନ୍ତି ନବୀନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ