Masthead

ପାଣ୍ଡିଆନଙ୍କୁ ସୁରକ୍ଷା ଦେଲେ ନବୀନ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ପରାଜୟକୁ ନେଇ ସଭାପତି ନବୀନ ପଟ୍ଟନାୟକଙ୍କ ବଡ଼ ବୟାନ । କହିଛନ୍ତି ମୋ ଉତ୍ତରାଧିକାରୀ ପାଣ୍ଡିଆନ ନୁହଁନ୍ତି । ଆଉ ଥରେ ସ୍ପଷ୍ଟ କରୁଛି । ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ । ପାଣ୍ଡିଆନଙ୍କୁ ସମାଲୋଚନା ଦୁର୍ଭାଗ୍ୟଜନକ । ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା ।

ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ ସ୍ୱୀକାର କରୁଛୁ । ପରାଜୟ ସତ୍ତ୍ବେ ରାଜ୍ୟବାସୀଙ୍କ ପାଇଁ ସେବା ଜାରି ରଖିବି । ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ । ଅଫିସର ଭାବେ କାମ କରି ଅବସର ନେଇ ବିଜେଡିରେ ମିଶିଥିଲେ । ସେ କୌଣସି ପଦ ପଦବୀରେ ନାହାନ୍ତି, ନିର୍ବାଚନ ଲଢ଼ି ନାହାନ୍ତି ବୋଲି କହିଛନ୍ତି ନବୀନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା