Masthead

ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଲେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଭିନ୍ନ ବିଭାଗ ଉପରେ ନିଘା ରଖିବା ପାଇଁ ଦାୟିତ୍ୱ ବାଣ୍ଟିଲେ ନବୀନ । ନିଜ ଦଳର ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ କାର୍ୟ୍ୟ ଉପରେ ନିଘା ରଖିବାକୁ ନିଜ ବିଧାୟକଙ୍କୁ ଦାୟିତ୍ୱ ଦେଲେ । ରାଜା ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ ପଞ୍ଚାୟତିରାଜ, ବଦ୍ରିଙ୍କୁ ମହିଳା ଓ ଶିଶୁ ବିକାଶ ଦାୟିତ୍ୱ ଦେଇଛନ୍ତି ।

ସେହିପରି ନିରଞ୍ଜନ ପୂଜାରୀଙ୍କୁ ଗୃହ, ପ୍ରସନ୍ନ ଆଚାର୍ୟ୍ୟଙ୍କୁ ଅର୍ଥ, ପ୍ରତାପ ଦେବଙ୍କୁ ଜିଏ ଦାୟିତ୍ୱ ଦେଇଛନ୍ତି । ଅରୁଣଙ୍କୁ ଜଳ ସଂପଦ, ବ୍ରଜ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ, ରାଜେନ୍ଦ୍ର ଢୋଲକିଆଙ୍କୁ ଗଣଶିକ୍ଷା ଭାବେ ଦାୟିତ୍ୱ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର