Masthead

ନୂଆପଡା ଯିବେ ନବୀନ, କରିବେ ରୋଡ ସୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜମୁଛି ନୂଆପଡା ଉପନିର୍ବାଚନ ପ୍ରଚାର । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଜୋରଦାର ପ୍ରଚାର ପରେ ଆଜି ଯିବେ ନବୀନ ପଟ୍ଟନାୟକ ।ଭୁବନେଶ୍ୱରରୁ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ନବୀନ ଦିନ ସାଢେ ୧୧ଟାରେ ଖରିଆରରୋଡ୍‌ ଥାନା ନିକଟରେ ଥିବା ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ରୋଡ୍‌ ସୋ’ରେ ନୂଆପଡ଼ା ପର୍ଯ୍ୟନ୍ତ ଯିବେ । ଏହି ଅବସରରେ ଖରିଆର ରୋଡ୍‌ର ଡାଗା ଛକ, ବିଜୁ ପଟ୍ଟନାୟକ ଛକ, ଲଖ୍ମନିଆ ପେଟ୍ରୋଲ ପମ୍ପ ଛକରେ ଉପସ୍ଥିତ ଜନସାଧାରଣଙ୍କୁ ନବୀନ ଉଦ୍‌ବୋଧନ ଦେବେ । ପରେ ସେ ରୋଡ୍‌ ସୋ’ରେ ନୂଆପଡ଼ା ଏନ୍‌ଏସିରେ ପହଞ୍ଚି ସୂର୍ଯ୍ୟନଗର ଛକ, ଗାୟତ୍ରୀ ମନ୍ଦିର ଛକ ଓ ଏକତା ଛକରେ ଜନତାଙ୍କୁ ଉଦ୍‌ବୋଧନ ଦେବେ । ଅପରାହ୍ନ ୩ଟାରେ ନୂଆପଡ଼ାର ପାରକୋଡ୍‌ରେ ସାଧାରଣ ସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି