Masthead

ଭଉଣୀ ଗୀତାଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀ ଗଲେ ନବୀନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ବିଶିଷ୍ଟ ଲେଖିକା ଗୀତା ମେହଟ୍ଟାଙ୍କ ପରଲୋକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଭଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଯାଇଛି । ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି । ସେ ଜଣେ ପ୍ରଖ୍ୟାତ ଲେଖିକା ଓ ସାମ୍ବାଦିକା ଥିଲେ । ଡକୁମେଣ୍ଟାରୀ ଫିଲ୍ମ ବି ତିଆରି କରିଥିଲେ ଗୀତା ମେହେଟ୍ଟା । ଆମେରିକାର ପ୍ରଖ୍ୟାତ ପ୍ରକାଶକ ସ୍ୱର୍ଗତ ସୋନି ମେହେଟ୍ଟାଙ୍କୁ ସେ ବିବାହ କରିଥିଲେ ।

୧୯୪୩ରେ ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଜନ୍ମ ହୋଇଥିଲା । ଭାରତ ଓ ୟୁକେର କ୍ରେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ତାଙ୍କର ପାଠପଢା ହୋଇଥିଲା । ଗୀତା ମେହେଟ୍ଟା ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନା ଲେଖିକା ଥିଲେ । ତାଙ୍କ ଲିଖିତ ପୁସ୍ତକଗୁଡିକ ହେଲା-ଏ ରିଭର ସୁତ୍ର, ଦି ଇଟରନାଲ ଗଣେଶ, ସ୍ନେକ ଆଣ୍ଡ ଲାଡର୍ସ ଓ କର୍ମ କୋଲା । ୧୯୪୩ରେ ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଜନ୍ମ ହୋଇଥିଲା । ସେ ବିଜୁ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ । ଭାରତ ଓ ୟୁକେର କ୍ରେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ତାଙ୍କର ପାଠପଢା ହୋଇଥିଲା । ଗୀତା ମେହେଟ୍ଟା ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନା ଲେଖିକା ଥିଲେ । ତାଙ୍କ ଲିଖିତ ପୁସ୍ତକଗୁଡିକ ହେଲା-ଏ ରିଭର ସୁତ୍ର, ଦି ଇଟରନାଲ ଗଣେଶ , ସ୍ନେକ ଆଣ୍ଡ ଲାଡର୍ସ ଓ କର୍ମ କୋଲା । ଗୀତା ମେହେଟ୍ଟା ଅନେକ ବାର ଭୁବନେଶ୍ୱର ଆସିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା