Masthead

ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତ କରିବେ ନବୀନ । ବିଜେଡି ସାଂସଦଙ୍କ ସହ ଆଲୋଚନା କରିପାରନ୍ତି ବିଜେଡି ସୁପ୍ରିମୋ  । ଉପରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ।    ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ରାଜନୈତିକ ମହଲରେ ହେଉଥିବା ଆଲୋଚନା ଅନୁସାରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ନକରିବାକୁ ନବୀନଙ୍କ ଉପରେ ଚାପ ପଡୁଥିବାରୁ ନବୀନ ଏନେଇ ବିଜେପିର କେତେକ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିପାରନ୍ତି  ବୋଲି ଆଲୋଚନା ହେଉଛି । ସେପଟେ ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟିପାରନ୍ତି ବୋଲି କୁହାଯାଉଛି । କାରଣ ସେ  ଅସୁସ୍ଥ ଥିବାବେଳେ ଫୋନ୍ କରି ଆଶୁ ଆରୋଗ୍ୟ କାମନା କରିଥିଲେ ପ୍ରଧାନମନ୍ତ୍ରୀ । ଦିଲ୍ଲୀ ଆସିଲେ ଭେଟିବା ପାଇଁ ମଧ୍ୟ କହିଥିଲେ । ତେଣୁ ଦିଲ୍ଲୀ ଗସ୍ତ ସମୟରେ ନବୀନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା