Masthead

ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତ କରିବେ ନବୀନ । ବିଜେଡି ସାଂସଦଙ୍କ ସହ ଆଲୋଚନା କରିପାରନ୍ତି ବିଜେଡି ସୁପ୍ରିମୋ  । ଉପରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ।    ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ରାଜନୈତିକ ମହଲରେ ହେଉଥିବା ଆଲୋଚନା ଅନୁସାରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ନକରିବାକୁ ନବୀନଙ୍କ ଉପରେ ଚାପ ପଡୁଥିବାରୁ ନବୀନ ଏନେଇ ବିଜେପିର କେତେକ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିପାରନ୍ତି  ବୋଲି ଆଲୋଚନା ହେଉଛି । ସେପଟେ ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟିପାରନ୍ତି ବୋଲି କୁହାଯାଉଛି । କାରଣ ସେ  ଅସୁସ୍ଥ ଥିବାବେଳେ ଫୋନ୍ କରି ଆଶୁ ଆରୋଗ୍ୟ କାମନା କରିଥିଲେ ପ୍ରଧାନମନ୍ତ୍ରୀ । ଦିଲ୍ଲୀ ଆସିଲେ ଭେଟିବା ପାଇଁ ମଧ୍ୟ କହିଥିଲେ । ତେଣୁ ଦିଲ୍ଲୀ ଗସ୍ତ ସମୟରେ ନବୀନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ