Masthead

ନୂଆପଡ଼ା ଯିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ଯେତେ ପାଖେଇ ଆସୁଛିପ୍ରଚାର ସେତେ ଜୋର ଧରୁଛି । ଏଥର ଆଉ କେବଳ ତାରକା ପ୍ରଚାରକରେ କାମ ଚଳିବନିମୈଦାନକୁ  ଆସିବେ ମୁଖ୍ୟମନ୍ତ୍ରୀଉପମୁଖ୍ୟମନ୍ତ୍ରୀପୂର୍ବତନ  ମୁଖ୍ୟମନ୍ତ୍ରୀ ଓ ମାଳମାଳ ମନ୍ତ୍ରୀ । ସେହିପରି  ବହୁ ହେଭିୱେଟ୍‌ ସାଂସଦବିଧାୟକ ଓ  ବିଭିନ୍ନ ଦଳର ମୁଖପାତ୍ର ବି ସାମିଲ ହେବେ ।  ସେମାନଙ୍କ ଦଳ ଶାସନରେ ଥିବା ବେଳେ  କି କି ଭଲ କାମ କରିଛି ତାହା ବଖାଣିବା  ସହ ଅନ୍ୟ ଦଳକୁ ଅଙ୍ଗୁଳି ନିର୍ଦ୍ଦେଶ କରିବେ । 

ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ  ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ  ନୂଆପଡ଼ାରେ ପ୍ରଚାର ଆରମ୍ଭ କରିବେ । ଭୁବନେଶ୍ୱରରୁ ଆଜି ସକାଳ ୯.ଘଣ୍ଟା ୪୫ ମିନିଟ ରୁ ବାହାରି ୧୦ ଘଣ୍ଟା. ୪୫ ମିନିଟରେ ନୂଆପଡ଼ା ଗୌତମା ଏୟାର ଷ୍ଟ୍ରିପରେ ପହଞ୍ଚିବେ। ସେଠାରୁ ସେତନ୍ତ୍ର ହେଲିକପ୍ଟରରେ ସମ୍ଭବ ଅସ୍ଥାୟୀ ହେଲିପେଡରେ ୧୧ ଘଣ୍ଟା ୧୫ ମିନିଟ ରେ ପହଞ୍ଚିବେ। ସେଠାରେ ୧୨.୩୦ ପର୍ଯ୍ୟନ୍ତ ସାଧାରଣ ସଭାରେ ଉଦବୋଧନ ଦେବେ। ପରେ ଭୁବନେଶ୍ବର ଫେରିଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା