Masthead

ଦିଲ୍ଲୀ ବୈଠକରେ ଯୋଗ ଦେବେ ନବୀନ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ ଦିଲ୍ଲୀରେ ଢାକିଛନ୍ତି ବୈଠକ । ଏହି ବୈଠକରେ କଂଗ୍ରେସ ବ୍ୟତୀତ ଅଣ ବିଜେପି ମୁଖ୍ୟମନ୍ତ୍ରୀମାନେ ଏକାଠି ହେବେ । ୨୦୨୪ ନିର୍ବାଚନରେ ବିଜେପିକୁ ମାତ ଦେବା ପାଇଁ ପ୍ରସ୍ତୁତ ହେବ ରଣନୀତି । ବୈଠକ ପୂର୍ବରୁ ନୀତୀଶ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ସହ ଅଣ ବିଜେପି, ଅଣ କଂଗ୍ରେସ ମୁଖ୍ୟମନ୍ତ୍ରୀମାନଙ୍କୁ ଭେଟି ସାରିଛନ୍ତି ।

ଆଜି ସେ ତାଙ୍କର ପୁରୁଣା ବନ୍ଧୁ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି । ନୀତିଶ ଡାକିଥିବା ବୈଠକକୁ ନବୀନ ଯିବେ କି ବୋଲି ଚର୍ଚ୍ଚା ହେଉଛି । ବିଜେଡି ସଦାବେଳେ ସମଦୂରତା ବଜାୟ ରଖୁଥିବା କହୁଥିବାବେଳେ ବିଜେପି ବିରୋଧୀ ମହାମେଣ୍ଟରେ ସାମିଲ ହେବ କି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି