Masthead

ଲାଭ ହେବା ପାଇଁ ମେଣ୍ଟ କରାଯାଉଛି: ନୃସିଂହ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟ ହେଉ ବା ନହେଉ ବିଜେଡି ୧୧୦ରୁ ଉର୍ଦ୍ଧ୍ବ ସିଟରେ ଜିତିବ ବୋଲି ଟାର୍ଗେଟ ରଖିଥିବା କହିଛନ୍ତି ବିଜେଡି ବିଧାୟକ ନୃସିଂହ ସାହୁ । ଓଡ଼ିଶାର ସ୍ବାର୍ଥ ପାଇଁ ବିଜେଡି ମେଣ୍ଟ କରିବା ପାଇଁ ଆଗ୍ରହୀ ହୋଇଛି ବା ରାଜି ହୋଇଛି । ଲାଭ ହେବା ପାଇଁ ମେଣ୍ଟ କରାଯାଉଛି । କେନ୍ଦ୍ର ସହ ଭଲ ବୁଝାମଣା ରହିଲେ ରାଜ୍ୟର ବିଭିନ୍ନ ସୁବିଧା ହେବ ବୋଲି ଆଶା ଅଛି ।

ମେଣ୍ଟ ବାବଦରେ ବିଭିନ୍ନ ଚର୍ଚ୍ଚା ହେଉଛି । ମେଣ୍ଟ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯାହା ନିଷ୍ପତି ନେବେ ଦଳ ତାହା ମାନିବ । ମେଣ୍ଟ ହେଲେ ବିଦ୍ରୋହୀ ବାହାରିଲା ଭଳି ଲାଗୁନି । ସିଟ କରିବ କିନ୍ତୁ ବିଦ୍ରୋହୀ ହେବା ଭଳି ଲାଗୁନି । ଯେଉଁମାନେ ବିଜେଡି ପ୍ରତି ବିଶ୍ଵସ୍ତ ସେମାନେ ଦଳରେ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ