Masthead

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପହଣ୍ଡି ବେଳେ ଅଘଟଣ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ନବୀନ । ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଚିଠିରେ ଲେଖିଛନ୍ତି ପହଣ୍ଡି ଅଘଟଣ ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଛି ।

ମୁଁ ମଧ୍ୟ ଏହି ଘଟଣା ପାଇଁ ଅତ୍ୟନ୍ତ ମର୍ମାହତ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟିନଥିଲା । ଏଭଳି ସ୍ପର୍ଶକାତର ବିଷୟରେ କିଛି ମନ୍ତ୍ରୀଙ୍କ ମନ୍ତବ୍ୟ, ଦୁଃଖକୁ ଦ୍ୱିଗୁଣିତ କରିଛି । ଯେମିତି ଏହାର ପୁନରାବୃତ୍ତି ନହେବ ଏହା ସୁନିଶ୍ଚିତ କରିବାକୁ ଅନୁରୋଧ । ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଭକ୍ତଙ୍କୁ ଆଶ୍ୱସ୍ତ କରିବାରେ ସହାୟକ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ