Masthead

ନବୀନବାବୁ ଆପଣଙ୍କ ସହ ନାହାନ୍ତି, ବାଜାବାଣ ବଜାଇ ବିଦା କରିଦିଅନ୍ତୁ: ପ୍ରଧାନମନ୍ତ୍ରୀ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ପୁଣି ବିଜେଡି ସରକାରଙ୍କୁ ଟାର୍ଗଟ କଲେ ମୋଦି । କହିଛନ୍ତି ଓଡ଼ିଶା ମାଟିରେ ଜନ୍ମିତ ବ୍ୟକ୍ତି ହିଁ ମୁଖ୍ୟମନ୍ତ୍ରୀ ହେବ, ଏହା ମୋଦି ଗ୍ୟାରେଣ୍ଟି । ଧନୀ ଓଡ଼ିଶାର ଗରିବ ଲୋକ ଆଜି ଗରିବୀ ସହ ଯୁଝୁଛନ୍ତି । ପ୍ରାକୃତିକ ସଂପଦରେ ଭରପୂର ଓଡ଼ିଶା ପୂରା ବରବାଦ ହୋଇଛି । ଆପଣଙ୍କ ମୁଖ୍ୟମନ୍ତ୍ରୀ ଏଠାରେ ନିର୍ବାଚନ ଲଢ଼ିବାକୁ ଆସିଛନ୍ତି । ତାଙ୍କୁ ପୂରା ବାଜାବାଣ ବଜାଇ ଏଠାରୁ ବିଦା କରିଦିଅନ୍ତୁ । ନବୀନ ବାବୁ ଯଦି ଏଠାକୁ ପ୍ରଚାରରେ ଆସନ୍ତି, ତାଙ୍କୁ ପଚାରିବେ ।

ନବୀନଙ୍କୁ ବିନା କାଗଜରେ କଣ୍ଟାବାଂଜିର ୧୦ ଗାଁ ନାଁ ପଚାରିବେ । ନବୀନ କଣ୍ଟାବାଂଜିର ୧୦ଟି ଗାଁ ନାଁ ବି କହିପାରିବେନି । ସେ ଆପଣଙ୍କ ସହ ନାହାନ୍ତି, ସେ ଆପଣଙ୍କ ଦୁଃଖ ବୁଝିପାରିବେନି । ସେଥିପାଇଁ ଧନୀ ଓଡ଼ିଶାର ଲୋକମାନେ ଗରିବ । ଓଡ଼ିଶା ମାଟିରେ ଜନ୍ମିତ ବ୍ୟକ୍ତି ହିଁ ମୁଖ୍ୟମନ୍ତ୍ରୀ ହେବ, ଏହା ମୋଦି ଗ୍ୟାରେଣ୍ଟି । ଧନୀ ଓଡ଼ିଶାର ଗରିବ ଲୋକ ଆଜି ଗରିବୀ ସହ ଯୁଝୁଛନ୍ତି । ପ୍ରାକୃତିକ ସଂପଦରେ ଭରପୂର ଓଡ଼ିଶା ପୂରା ବରବାଦ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର