Masthead

ନବୀନବାବୁ ଆପଣଙ୍କ ସହ ନାହାନ୍ତି, ବାଜାବାଣ ବଜାଇ ବିଦା କରିଦିଅନ୍ତୁ: ପ୍ରଧାନମନ୍ତ୍ରୀ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ପୁଣି ବିଜେଡି ସରକାରଙ୍କୁ ଟାର୍ଗଟ କଲେ ମୋଦି । କହିଛନ୍ତି ଓଡ଼ିଶା ମାଟିରେ ଜନ୍ମିତ ବ୍ୟକ୍ତି ହିଁ ମୁଖ୍ୟମନ୍ତ୍ରୀ ହେବ, ଏହା ମୋଦି ଗ୍ୟାରେଣ୍ଟି । ଧନୀ ଓଡ଼ିଶାର ଗରିବ ଲୋକ ଆଜି ଗରିବୀ ସହ ଯୁଝୁଛନ୍ତି । ପ୍ରାକୃତିକ ସଂପଦରେ ଭରପୂର ଓଡ଼ିଶା ପୂରା ବରବାଦ ହୋଇଛି । ଆପଣଙ୍କ ମୁଖ୍ୟମନ୍ତ୍ରୀ ଏଠାରେ ନିର୍ବାଚନ ଲଢ଼ିବାକୁ ଆସିଛନ୍ତି । ତାଙ୍କୁ ପୂରା ବାଜାବାଣ ବଜାଇ ଏଠାରୁ ବିଦା କରିଦିଅନ୍ତୁ । ନବୀନ ବାବୁ ଯଦି ଏଠାକୁ ପ୍ରଚାରରେ ଆସନ୍ତି, ତାଙ୍କୁ ପଚାରିବେ ।

ନବୀନଙ୍କୁ ବିନା କାଗଜରେ କଣ୍ଟାବାଂଜିର ୧୦ ଗାଁ ନାଁ ପଚାରିବେ । ନବୀନ କଣ୍ଟାବାଂଜିର ୧୦ଟି ଗାଁ ନାଁ ବି କହିପାରିବେନି । ସେ ଆପଣଙ୍କ ସହ ନାହାନ୍ତି, ସେ ଆପଣଙ୍କ ଦୁଃଖ ବୁଝିପାରିବେନି । ସେଥିପାଇଁ ଧନୀ ଓଡ଼ିଶାର ଲୋକମାନେ ଗରିବ । ଓଡ଼ିଶା ମାଟିରେ ଜନ୍ମିତ ବ୍ୟକ୍ତି ହିଁ ମୁଖ୍ୟମନ୍ତ୍ରୀ ହେବ, ଏହା ମୋଦି ଗ୍ୟାରେଣ୍ଟି । ଧନୀ ଓଡ଼ିଶାର ଗରିବ ଲୋକ ଆଜି ଗରିବୀ ସହ ଯୁଝୁଛନ୍ତି । ପ୍ରାକୃତିକ ସଂପଦରେ ଭରପୂର ଓଡ଼ିଶା ପୂରା ବରବାଦ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା