Masthead

ଓହ୍ଲାଇ ପାରିଲାନି ନବୀନଙ୍କ ହେଲିକପ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । କାଳବୈଶାଖୀ ପବନ ଯୋଗୁଁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି । ଖଡ଼ିଆଳରୁ ସଭାସାରି ଫେରିଲା ବେଳେ ଓହ୍ଲାଇ ପାରିଲାନି ହେଲିକପ୍ଟର । ଭୁବନେଶ୍ୱରରେ ଓହ୍ଲାଇ ନପାରି ଝାରସୁଗୁଡ଼ା ଗଲା ହେଲିକପ୍ଟର । ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ସୁରକ୍ଷିତ ଭାବେ ଓହ୍ଲାଇଲା । ପାଗ ବଦଳିବା ପରେ ଝାରସୁଗୁଡ଼ାରୁ ବାହାରିବ ନବୀନଙ୍କ ହେଲିକପ୍ଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ