Masthead

ନବୀନଙ୍କ ଦସ୍ତଖତ ଅସଲି ନା ନକଲି – ସୌମ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଦ ହରାଇବା ଉପରେ ମତ ରଖିଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତ ଉପରେ ପ୍ରଶ୍ନ ଉଠାଇଲେ ସୌମ୍ୟ ।  କହିଛନ୍ତି ‘ ଦଳରୁ ବାହାରି କିଛି ହରାଇଲି ବୋଲି ଭାବୁନାହିଁ, ଦଳରେ ଥାଇ କଣ କରୁଥିଲି କି? ଆମ ଦଳରେ ପଦପଦବି କେବଳ ଆଳଙ୍କାରିକ । ମୋତେ ବହିସ୍କାର ନେଇ ଆସିଥିବା ଲେଟର ରେ ନବୀନ ପଟ୍ଟନାୟକଙ୍କ ଦସ୍ତଖତ ଅଛି କିନ୍ତୁ ସେ ତାଙ୍କର କି ନାହିଁ ସେଥିରେମୋର ସନ୍ଧେହ ସୃଷ୍ଟି ହେଉଛି। କିଛଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବା ପାଇଁ ସମୟ ମାଗିଥିଲି । କିନ୍ତୁ ସମୟ ବଦଳରେ ମୋତେ ଚିଠି ମିଳିଗଲା ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ