Masthead

ନବୀନଙ୍କ ଦସ୍ତଖତ ଅସଲି ନା ନକଲି – ସୌମ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଦ ହରାଇବା ଉପରେ ମତ ରଖିଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତ ଉପରେ ପ୍ରଶ୍ନ ଉଠାଇଲେ ସୌମ୍ୟ ।  କହିଛନ୍ତି ‘ ଦଳରୁ ବାହାରି କିଛି ହରାଇଲି ବୋଲି ଭାବୁନାହିଁ, ଦଳରେ ଥାଇ କଣ କରୁଥିଲି କି? ଆମ ଦଳରେ ପଦପଦବି କେବଳ ଆଳଙ୍କାରିକ । ମୋତେ ବହିସ୍କାର ନେଇ ଆସିଥିବା ଲେଟର ରେ ନବୀନ ପଟ୍ଟନାୟକଙ୍କ ଦସ୍ତଖତ ଅଛି କିନ୍ତୁ ସେ ତାଙ୍କର କି ନାହିଁ ସେଥିରେମୋର ସନ୍ଧେହ ସୃଷ୍ଟି ହେଉଛି। କିଛଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବା ପାଇଁ ସମୟ ମାଗିଥିଲି । କିନ୍ତୁ ସମୟ ବଦଳରେ ମୋତେ ଚିଠି ମିଳିଗଲା ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା