ପୁରୀରୁ କେନ୍ଦ୍ରକୁ ନବୀନଙ୍କ କଡ଼ା ସନ୍ଦେଶ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଥିଲା । । ପୁରୀର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ।

ଶ୍ରୀମନ୍ଦିର ଚତୁଃପାଶ୍ୱର ହେରିଟେଜ କରିଡର କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଗସ୍ତ କରିଥିଲେ । ଶ୍ରୀମନ୍ଦିରରୁ ଫେରି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

ଜଗନ୍ନାଥଙ୍କ କାମକୁ କେହିବି ଅଟକାଇ ପାରିବେ ନାହିଁ । ଶ୍ରୀମନ୍ଦିର ପ୍ରସ୍ତାବିତ ‘ବାଇ-ଲ’ ଉପରେ ଦେଲେ କଡ଼ା ଟିପ୍ପଣୀ । କେନ୍ଦ୍ର ସରକାରଙ୍କ ‘ବାଇ-ଲ’ କୁ ପ୍ରତ୍ୟାହାର କରିଦିଅନ୍ତୁ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ