Masthead

କଳାହାଣ୍ଡିକୁ ୧୨୦୦ କୋଟିର ଭେଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନବୀନଙ୍କ କଳାହାଣ୍ଡି ଗସ୍ତ । ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ । ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣାର ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ପହଞ୍ଚିବେ ।

ସେଠାରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଛାତ୍ରଛାତ୍ରୀଙ୍କ ସହିତ ନବୀନ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ କଳାହାଣ୍ଡିରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ