Masthead

କଳାହାଣ୍ଡିକୁ ୧୨୦୦ କୋଟିର ଭେଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନବୀନଙ୍କ କଳାହାଣ୍ଡି ଗସ୍ତ । ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ । ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣାର ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ପହଞ୍ଚିବେ ।

ସେଠାରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଛାତ୍ରଛାତ୍ରୀଙ୍କ ସହିତ ନବୀନ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ କଳାହାଣ୍ଡିରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା