Masthead

ଶକ୍ତିପୀଠ ମାନଙ୍କରେ ଚାଲିଛି ଚଣ୍ଡିପାଠ ଓ ନବରାତ୍ର ପୂଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ଦଶହରା ପର୍ୟ୍ୟନ୍ତ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଶୋଡ଼ଷ ଉପଚାରରେ ହେଉଛି ମାଆଙ୍କ ନୀତିକାନ୍ତି । ଷୋଡଶ ଉପଚାର ପୂଜା ପାଇଁ ଠାକୁରାଣୀଙ୍କୁ ପ୍ରତିଦିନ ଭିନ୍ନ ଭିନ୍ନ ବେଶରେ ସଜ୍ଜିତ କରାଯାଉଛି । ମଣ୍ଡପରେ ପୂଜା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ମୃର୍ତ୍ତିରେ ରଙ୍ଗ ଚଢାଉଛନ୍ତି କାରିଗର । ଦୁଇଦିନ ମଧ୍ୟରେ ରଙ୍ଗକାମ ସରିବା ପରେ ମା’ଙ୍କ ପାଇଁ ପଞ୍ଚମୀ ପୂର୍ବରୁ ନୂଆ ବସ୍ତ୍ର ଓ ଅଳଙ୍କାର ଲାଗି କରାଯିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା