Masthead

ଶକ୍ତିପୀଠ ମାନଙ୍କରେ ଚାଲିଛି ଚଣ୍ଡିପାଠ ଓ ନବରାତ୍ର ପୂଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ଦଶହରା ପର୍ୟ୍ୟନ୍ତ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଶୋଡ଼ଷ ଉପଚାରରେ ହେଉଛି ମାଆଙ୍କ ନୀତିକାନ୍ତି । ଷୋଡଶ ଉପଚାର ପୂଜା ପାଇଁ ଠାକୁରାଣୀଙ୍କୁ ପ୍ରତିଦିନ ଭିନ୍ନ ଭିନ୍ନ ବେଶରେ ସଜ୍ଜିତ କରାଯାଉଛି । ମଣ୍ଡପରେ ପୂଜା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ମୃର୍ତ୍ତିରେ ରଙ୍ଗ ଚଢାଉଛନ୍ତି କାରିଗର । ଦୁଇଦିନ ମଧ୍ୟରେ ରଙ୍ଗକାମ ସରିବା ପରେ ମା’ଙ୍କ ପାଇଁ ପଞ୍ଚମୀ ପୂର୍ବରୁ ନୂଆ ବସ୍ତ୍ର ଓ ଅଳଙ୍କାର ଲାଗି କରାଯିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ