Masthead

ବିସ୍ଫୋରଣ କରି ଯବାନଙ୍କ ଗାଡ଼ି ଉଡ଼ାଇଲେ ନକ୍ସଲ, ୧୧ ସହିଦ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ଦନ୍ତେୱାଡାରେ ବଡ଼ଧରଣର ନକ୍ସଲ ଆକ୍ରମଣ । ୧୧ ଯବାନ ସହିଦ । ବିସ୍ଫୋରଣ କରି ଯବାନଙ୍କ ଗାଡ଼ି ଉଡ଼ାଇଲେ ନକ୍ସଲ । ୧୦ ପୋଲିସ ଅଧିକାରୀ, ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍‌ ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଅପରେସନରେ ଯାଉଥିବା ଯବାନଙ୍କୁ ଆମ୍ବୁସ ଲଗାଇ ଆକ୍ରମଣ ହୋଇଛି ।

ମାଓ ବିରୋଧୀ ଅପରେସନ ଶେଷ କରି ଡିଆରଜି ଫୋର୍ସର ଯବାନମାାନେ ଫେରୁଥିବା ବେଳେ ଏହି ଘଟଣା ଘଟିଛି । ଆକ୍ରମଣକୁ ନେଇ ଶୋକ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କହିଛନ୍ତି ଯେ, ମାଓବାଦୀମାନେ ଏଭଳି ଆକ୍ରମଣ କରି ବଞ୍ଚିଯାଇ ପାରିବେ ନାହିଁ । ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ । ମାଓବାଦୀମାନଙ୍କ ବିରୋଧରେ ଆମର ସଂଗ୍ରାମ ଶେଷ ପର୍ୟ୍ୟାୟରେ ଅଛି । ଯୋଜନାବଦ୍ଧ ଢ଼ଙ୍ଗରେ ମାଓବାଦୀମାନଙ୍କ ମୂଳପୋଛ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା