Masthead

ବିସ୍ଫୋରଣ କରି ଯବାନଙ୍କ ଗାଡ଼ି ଉଡ଼ାଇଲେ ନକ୍ସଲ, ୧୧ ସହିଦ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ଦନ୍ତେୱାଡାରେ ବଡ଼ଧରଣର ନକ୍ସଲ ଆକ୍ରମଣ । ୧୧ ଯବାନ ସହିଦ । ବିସ୍ଫୋରଣ କରି ଯବାନଙ୍କ ଗାଡ଼ି ଉଡ଼ାଇଲେ ନକ୍ସଲ । ୧୦ ପୋଲିସ ଅଧିକାରୀ, ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍‌ ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଅପରେସନରେ ଯାଉଥିବା ଯବାନଙ୍କୁ ଆମ୍ବୁସ ଲଗାଇ ଆକ୍ରମଣ ହୋଇଛି ।

ମାଓ ବିରୋଧୀ ଅପରେସନ ଶେଷ କରି ଡିଆରଜି ଫୋର୍ସର ଯବାନମାାନେ ଫେରୁଥିବା ବେଳେ ଏହି ଘଟଣା ଘଟିଛି । ଆକ୍ରମଣକୁ ନେଇ ଶୋକ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କହିଛନ୍ତି ଯେ, ମାଓବାଦୀମାନେ ଏଭଳି ଆକ୍ରମଣ କରି ବଞ୍ଚିଯାଇ ପାରିବେ ନାହିଁ । ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ । ମାଓବାଦୀମାନଙ୍କ ବିରୋଧରେ ଆମର ସଂଗ୍ରାମ ଶେଷ ପର୍ୟ୍ୟାୟରେ ଅଛି । ଯୋଜନାବଦ୍ଧ ଢ଼ଙ୍ଗରେ ମାଓବାଦୀମାନଙ୍କ ମୂଳପୋଛ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହିନ୍ଦୋଳ ରେଞ୍ଜ ବୋମ୍ପାରେ ଦନ୍ତା ହାତୀର ମୃତ ଦେହ ଉଦ୍ଧାର 🔴 ୩ ଜିଲ୍ଳାକୁ ରେଡ ୱାର୍ଣ୍ଣିଂ 🔴 ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରୀ ତେଲ 🔴 କେମିତି ସୁସ୍ଥ ହୁୁଅନ୍ତି ମହାପ୍ରଭୁ 🔴 ଭାରତୀୟ କଳା ସଂସ୍କୃତିରେ ବିଭୋର ହୋଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ 🔴 କେତନ୍ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ୍ 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ହିନ୍ଦୋଳ ରେଞ୍ଜ ବୋମ୍ପାରେ ଦନ୍ତା ହାତୀର ମୃତ ଦେହ ଉଦ୍ଧାର 🔴 ୩ ଜିଲ୍ଳାକୁ ରେଡ ୱାର୍ଣ୍ଣିଂ 🔴 ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରୀ ତେଲ 🔴 କେମିତି ସୁସ୍ଥ ହୁୁଅନ୍ତି ମହାପ୍ରଭୁ 🔴 ଭାରତୀୟ କଳା ସଂସ୍କୃତିରେ ବିଭୋର ହୋଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ 🔴 କେତନ୍ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ୍ 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର