Masthead

ଆଜିଠାରୁ ନକ୍ସଲଙ୍କ ସହିଦ ସପ୍ତାହ ପାଳନ

ରାଇଘର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ନକ୍ସଲଙ୍କ ସହିଦ ସପ୍ତାହ ପାଳନ ହେବ। ଏନେଇ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର୍ ଓ ବ୍ୟାନର ଦେଖିବକୁ ମିଳିଛି । ସହିଦ ସପ୍ତାହକୁ ଅଧିକରୁ ଅଧିକ ପାଳନ କରିବାକୁ ନିବେଦନ କରିଛନ୍ତି। ଜୁଲାଇ ୨୮ ରୁ ଅଗଷ୍ଟ ୩ ପର୍ୟ୍ୟନ୍ତ ସହିଦ ସପ୍ତାହ ପାଳନ ପାଇଁ ଆହ୍ଵାନ ଦେଇଛନ୍ତି। ସୁରକ୍ଷା ବାହିନୀ ବ୍ୟାନର ପୋଷ୍ଟର ଜବତ କରିବା ସହ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ