Masthead

ନକ୍ସଲ ସମର୍ଥକଙ୍କୁ ଗିରଫ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ପୂର୍ବତନ ନକ୍ସଲ ସମର୍ଥକକୁ ଆନ୍ଧ୍ରପ୍ରଦେଶରୁ ଗିରଫ କଲା ମାଲକାନଗିରି ପୁଲିସ। କିଛି ବର୍ଷ ପୂର୍ବେ ଜାମିନରେ ଆସିଥିଲା ନକ୍ସଲ ସମର୍ଥକ ତପନ ସାହା। ୨୦୧୧ରେ ତତ୍କାଳୀନ ଜିଲ୍ଲାପାଳ ଭିନିଲ କ୍ରିଷ୍ଣାଙ୍କ ଅପହରଣ ମାମଲାରେ ଗିରଫ ହୋଇଥିଲା ତପନ ସାହା। ଜାମିନରେ ଆସିବା ପରେ ନକ୍ସଲ ତଥା ନକ୍ସଲ ସଂଗଠନକୁ ସହଯୋଗ କରିଆସୁଥିଲା ତପନ।

ସ୍ବାଭିମାନ ଅଞ୍ଚଳର ନୀରିହ ଲୋକଙ୍କୁ ବନ୍ଧୁକ ମୁନରେ ଭୟଭୀତ କରିବା ସହ ବଟି ମଧ୍ୟ ଆଦାୟ କରୁଥିଲା । ଅଭିଯୋଗ ହେବା ପରେ ନକ୍ସଲ ସମର୍ଥକ ତପନକୁ କାବୁ କରିବା ପାଇଁ ଏସପି ନିତେଶ ଓ୍ବାଧବାନୀଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରକୋଣ୍ଡା ଏସଡିପିଓ ଆଲେକ୍ସିଅ କିସପୋଟାଙ୍କ ନେତୃତ୍ୱରେ ଏକ ଦଳ ଆନ୍ଧ୍ରପ୍ରଦେଶର ଗାଜିବନ୍ଧା ଗାଁରୁ ତପନକୁ କାବୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ