Masthead

ନିର୍ବାଚନ ପୂର୍ବରୁ ରାଜ୍ୟରେ ନକ୍ସଲ ଦମନ ଅଭିଯାନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ରାଜ୍ୟରେ ନକ୍ସଲ ଦମନ ଅଭିଯାନ । ମାଲକାନଗିରି ଭେଜାଙ୍ଗିୱାଡ ଜଙ୍ଗଲରୁ ବିସ୍ଫୋରକ ଜବତ । ମାଲକାନଗିରି କାଲିମେଳା ଥାନା ଭେଜାଙ୍ଗିୱାଡ ସରଂକ୍ଷିତ ଜଙ୍ଗଲରୁ ବ୍ୟାପକ ମାରଣାସ୍ତ୍ର ସହ ବିସ୍ଫୋରକ ଜବତ । ଆଜି ଏହି ଅଞ୍ଚଳରେ ବିଏସଏଫ ପକ୍ଷରୁ କମ୍ବିଂ ଅପରେସନ କରାଯାଇଥିଲା ।

ଏହି ସମୟରେ ସାନ ଟେକାଗୁଡା ଓ ଏଲକାନୁର ଜଙ୍ଗଲରୁ ୭ଟି ବନ୍ଧୁକ, ଦୁଇଟି ଟିଫିନ ବୋମା, ୪ଟି ହେଣ୍ଡଗ୍ରେନେଡ ଓ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ପୂର୍ବରୁ ଏହି ଅଞ୍ଚଳରେ ମାଓବାଦୀଙ୍କ ବେଶ ପ୍ରଭାବ ରହିଥିଲା । କିନ୍ତୁ ଏବେ ସେମାନଙ୍କ ପ୍ରଭାବ ଧିରେ ଧିରେ କମିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା