Masthead

ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କଲେ ମାଓବାଦୀ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଳା ଜଙ୍ଗଲା ଥାନା ଅଞ୍ଚଳରେ ମାଓ ବର୍ବରତା । ବିଜେପି ନେତା ତଥା ଠିକାଦାର କୈଳାଶ ନାଗଙ୍କୁ ଗୁଳିକରି ହତ୍ୟା । ତାଙ୍କ ଘର ବିଜାପୁରର କୋଟମେଟା ଗାଁରେ। ଗତକାଲି ନକ୍ସଲମାନେ ବିଜାପୁର କୋଟମେଟା ଗାଁରେ ପହଞ୍ଚି କୈଳାଶଙ୍କୁ ଉଠାଇ ନେଇଥିଲେ। ପରେ ସନ୍ଧ୍ୟାରେ ନକ୍ସଲମାନେ ତାଙ୍କୁ ଗୁଳିକରି ହତ୍ୟା କରିଥିଲେ। ଠିକା କାମରେ ନିୟୋଜିତ ଜେସିବି ମଧ୍ୟ ଜାଳିଦେଲେ ମାଓବାଦୀ । ଗତ ଏକବର୍ଷ ମଧ୍ୟରେ ୯ ଜଣଙ୍କୁ ହତ୍ୟା କଲେଣି ମାଓବାଦୀ । ପୋଲିସ ଏହି ଘଟଣାର ତଦନ୍ତ କରୁଛି। ନକ୍ସଲମାନେ କେଉଁ କାରଣ ପାଇଁ ବିଜେପି ନେତାଙ୍କୁ ହତ୍ୟା କଲେ ତାର କାରଣ ଜଣାପଡ଼ିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ