Masthead

ମନୋହରପୁର ଷ୍ଟେସନ ବିରୁୱାରେ ରେଳ ଧାରଣା ଉଡ଼ାଇଲେ

କୋଇଡ଼ା(ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କ ହିଂସାକାଣ୍ଡ । ଝାଡ଼ଖଣ୍ଡ ମନୋହରପୁର ଷ୍ଟେସନ ନିକଟ ବିରୁୱାରେ ରେଳ ଧାରଣା ଉଡାଇଛନ୍ତି ମାଓବାଦୀ । ବିଳମ୍ବିତ ରାତିରେ ରେଳ ଧାରଣା ଉଡ଼ାଇଛନ୍ତି ନକ୍ସଲ । ଫଳରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି ।ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କ ହିଂସାକାଣ୍ଡ । ଝାଡ଼ଖଣ୍ଡ ମନୋହରପୁର ଷ୍ଟେସନ ନିକଟ ବିରୁୱାରେ ରେଳ ଧାରଣା ଉଡାଇଛନ୍ତି ମାଓବାଦୀ । ବିଳମ୍ବିତ ରାତିରେ ରେଳ ଧାରଣା ଉଡ଼ାଇଛନ୍ତି ନକ୍ସଲ । ଫଳରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି । ୨୦ରୁ ଅଧିକ ଟ୍ରେନ୍ ଅଟକି ରହିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମାଓ ପୋଷ୍ଟର ଓ ବ୍ୟାନର ମରାଯାଇଛି । ଆଜି ଭାରତ ବନ୍ଦ ଡାକରା ଦେଇଛି ମାଓ ସଂଗଠନ । ଗତକାଲି ଛତିଶଗଡ଼ ବିଜାପୁରରେ ୨ଟି ବସ୍ ଜାଳିଦେଇଥିଲେ ଲାଲବାହିନୀ ।

ରେଳ ଧାରଣା ଉଡ଼ାଇବା ଫଳରେ ହାୱଡ଼ା ପୁରୀ ଏକ୍ସପ୍ରେସ ଚକ୍ରଧରପୁରରେ ଛିଡ଼ା ହୋଇ ରହିଛି । ଯୋଗ ନଗରୀ ଋଷିକେଷ ଟ୍ରେନ ଓ ଉତ୍କଳ ଏକ୍ସପ୍ରେସ, ମନୋହର ପୁରରେ ଅଟକି ରହିଛି । ପୋର ବନ୍ଦର – ସାଲିମାର ଏକ୍ସପ୍ରେସ ମଧ୍ୟ ଅଟକି ରହିଛି । ପୁଣେ – ହାୱଡ଼ା ଟ୍ରେନ ମଧ୍ୟ ରାଉରକେଲାରେ ଅଟକି ରହିଛି । ହାୱଡ଼ା – ସିଏସଟି ଏକ୍ସପ୍ରେସ, ଚକ୍ରଧର ପୁରରେ ଅଟକି ରହିଛି । ସେହିପରି ବେରୁଆ ଷ୍ଟେସନ ସହ ଅନ୍ୟ ଷ୍ଟେସନରେ ମଧ୍ୟ ମାଓ ପୋଷ୍ଟର ଦେଖିବାକୁ ମିଳିଛି ।ଘଟଣାସ୍ଥଳରେ ଉଜଚୠ, ଜଚୠ ର ଟିମ ସହ ରେଳ ବିଭାଗର ଟିମ ମଧ୍ୟ ପହଞ୍ଚି ସାରିଛନ୍ତି । ସୂଚନା ଅନୁସାରେ ରେଳ ଟ୍ରାକର ମରାମତି କାମ ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହୋଇଯିବ । ରେଳ ଟ୍ରାକ ମରାମତି ସରିବା ପର୍ୟ୍ୟନ୍ତ ଟ୍ରେନ ଗୁଡ଼ିକ ଅଟକି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା