Masthead

୪ ଦିନ ଧରି ୪ ଜିଲ୍ଲାରେ ହେବ ନ୍ୟାୟ ଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ୪ଦିନ ଓଡ଼ିଶାରେ ରହିବେ । ୪ଟି ଜିଲ୍ଲାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା କରିବେ ବୋଲି ସୂଚନା ଦେଇଛନ୍ତି ଏଆଇସିସି ସମ୍ପାଦକ ଶରତ ରାଉତ । ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜରେ ଭାରତ ନ୍ୟାୟ ଯାତ୍ରା କରିବେ ରାହୁଲ । ଅଧିକ ୨ଟି ଜିଲ୍ଲା ଯାତ୍ରା କରିବାକୁ ପ୍ରସ୍ତାବ ଦେଇଛି ଦଳ । ଏହି ଅବସରରେ ଦଳ ପକ୍ଷରୁ ଲୋଗ ଉନ୍ମୋଚନ କରାଯିବ । ଆସନ୍ତା ଜାନୁୟାରୀ ୧୪ରୁ ଭାରତ ନ୍ୟାୟ ଯାତ୍ରା କଂଗ୍ରେସ ଆରମ୍ଭ ହେବ । ୬ହାଜର ୭୧୩ କିଲୋମିଟରର ଯାତ୍ରା ମୋଟ ୬୬ ଦିନର ଯାତ୍ରା କରିବେ ରାହୁଲ ଗାନ୍ଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି