Masthead

୨୮ଘଣ୍ଟା ଝୁଲି ରହିଲା ମୃତଦେହ

ନୂଆଗାଁ (ବଡ଼ ଖବର ବ୍ୟୁରୋ): ପ୍ରାୟ ୨୮ ଘଣ୍ଟା ଧରି ଝୁଲନ୍ତା ଅବସ୍ଥାରେ ପଡ଼ିରହିଲା ମୃତଦେହ । ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମର ଅପେକ୍ଷାରେ ଝୁଲି ରହିଥିଲା ମୃତଦେହ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଜିଗିନୀପଡ଼ା ଗାଁରେ । ଉକ୍ତ ଗାଁର ଅରୁଣ ସାହୁଙ୍କ ପତ୍ନୀ ଭାରତୀ ସାହୁ ପାରିବାରିକ କଳହକୁ କେନ୍ଦ୍ରକରି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି । ଅନ୍ୟପଟେ ଝିଅର ମୃତ୍ୟୁ ଖପର ପାଇଁ ଭାରତୀଙ୍କ ବାପଘର ଲୋକେ ଝିଅର ହତ୍ୟା ଅଭିଯୋଗ ଆଣି ନୂଆଗାଁ ଥାନାର ଦ୍ୱାରସ୍ତ ହୋଇଛନ୍ତି । ନୂଆଗାଁ ଥାନାରେ ଏକ ମାମଲା ରୁଜୁ କରିବା ସହ ସ୍ୱାମୀଙ୍କ ସମେତ ଶାଶୂଶ୍ୱରୁରଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା