Masthead

ମୁମ୍ବାଇ କ୍ରୁଜ୍‌ରେ ରେଭ୍ ପାର୍ଟି ମାମଲା: ୨ ଓଡ଼ିଆଙ୍କୁ ଗିରଫ କଲା NCB

(ବଡ଼ ଖବର ବ୍ୟୁରୋ): ମୁମ୍ବାଇରେ ସମୁଦ୍ର ଭିତରେ କ୍ରୁଜ୍‌ରେ ରେଭ୍ ପାର୍ଟି ମାମଲା । ୨ ଓଡ଼ିଆଙ୍କୁ ଗିରଫ କଲା ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି । ଓଡ଼ିଶାର ମନୀଷ ରାଜଗରିଆ ଏବଂ ଅଭିନ ସାହୁଙ୍କୁ ଗିରଫ କରିଛି ଏନସିବି । ମନୀଷଙ୍କ ଘର ରାଉରକେଲା ଏବଂ ଅଭିନଙ୍କ ଘର ରଘୁନାଥପାଲୀ ବୋଲି ଜଣାପଡ଼ିଛି। ୨ ଓଡ଼ିଆଙ୍କ ସହ ଆଜି ଆଉ ୪ ଜଣଙ୍କୁ ଗିରଫ କଲା ଏନସିବି ।

ଏହି ଘଟଣାରେ ପୂର୍ବରୁ ଶାହରୁଖଙ୍କ ପୁଅ ଆର୍ୟ୍ୟନ ଗିରଫଙ୍କୁ କରାଯାଇଥିଲା । ମାମଲାରେ ଏପର୍ୟ୍ୟନ୍ତ ମୋଟ୍ ୧୬ ଜଣ ଗିରଫ ହୋଇଛନ୍ତି । ଆସନ୍ତାକାଲି ଗିରଫ ୪ ଜଣଙ୍କୁ କୋର୍ଟରେ ହାଜର କରାଯିବ । ଗିରଫ ୪ ଜଣ ରେଭ୍ ପାର୍ଟି ଚାଲିଥିବା ବେଳେ କ୍ରୁଜରେ ମହଜୁଦ୍ ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ