Masthead

ମୁମ୍ବାଇ କ୍ରୁଜ୍‌ରେ ରେଭ୍ ପାର୍ଟି ମାମଲା: ୨ ଓଡ଼ିଆଙ୍କୁ ଗିରଫ କଲା NCB

(ବଡ଼ ଖବର ବ୍ୟୁରୋ): ମୁମ୍ବାଇରେ ସମୁଦ୍ର ଭିତରେ କ୍ରୁଜ୍‌ରେ ରେଭ୍ ପାର୍ଟି ମାମଲା । ୨ ଓଡ଼ିଆଙ୍କୁ ଗିରଫ କଲା ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି । ଓଡ଼ିଶାର ମନୀଷ ରାଜଗରିଆ ଏବଂ ଅଭିନ ସାହୁଙ୍କୁ ଗିରଫ କରିଛି ଏନସିବି । ମନୀଷଙ୍କ ଘର ରାଉରକେଲା ଏବଂ ଅଭିନଙ୍କ ଘର ରଘୁନାଥପାଲୀ ବୋଲି ଜଣାପଡ଼ିଛି। ୨ ଓଡ଼ିଆଙ୍କ ସହ ଆଜି ଆଉ ୪ ଜଣଙ୍କୁ ଗିରଫ କଲା ଏନସିବି ।

ଏହି ଘଟଣାରେ ପୂର୍ବରୁ ଶାହରୁଖଙ୍କ ପୁଅ ଆର୍ୟ୍ୟନ ଗିରଫଙ୍କୁ କରାଯାଇଥିଲା । ମାମଲାରେ ଏପର୍ୟ୍ୟନ୍ତ ମୋଟ୍ ୧୬ ଜଣ ଗିରଫ ହୋଇଛନ୍ତି । ଆସନ୍ତାକାଲି ଗିରଫ ୪ ଜଣଙ୍କୁ କୋର୍ଟରେ ହାଜର କରାଯିବ । ଗିରଫ ୪ ଜଣ ରେଭ୍ ପାର୍ଟି ଚାଲିଥିବା ବେଳେ କ୍ରୁଜରେ ମହଜୁଦ୍ ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ