Masthead

ଏନସିପିର ଅସ୍ଥିତ୍ୱ ସଙ୍କଟରେ: ଦିିଲ୍ଲୀପ ଘୋଷ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଭାରତୀୟ ରାଜନୀତିର ଚର୍ଚ୍ଚିତ ଚେହେରା ଶରଦ ପାୱାରଙ୍କ ଇସ୍ତଫା । ନିଜେ ତିଆରି କରିଥିବା ଦଳ ଏନସିପିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି ଶରଦ । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହାପରଠାରୁ ମହାରାଷ୍ଟ୍ର ରାଜନୀତିରେ ହଇଚଇ ଦେଖାଦେଇଛି। ଏବେ ବିଜେପି ଏହାକୁ ନେଇ ଏକ ବୟାନ ଜାରି କରିଛି । ବିଜେପିର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ କହିଛନ୍ତି ମହାରାଷ୍ଟ୍ର ରାଜନୀତିରେ ବଡ ପରିବର୍ତ୍ତନ ହେବାକୁ ଯାଉଛି।

ସେ ଆହୁରି ମଧ୍ୟ କହିଛନ୍ତି, ବେଶ କିଛିଦିନ ହେବ ମହାରାଷ୍ଟ୍ର ରାଜନୀତିରେ ଉତଥାନ ପତନ ଲାଗି ରହିଛି। ସେ ଦାବି କରିଛନ୍ତି କି ଏନସିପିର ଅସ୍ଥିତ୍ୱ ସଙ୍କଟରେ, ଶରଦ ପାଓ୍ବାର ତାଙ୍କ ଶକ୍ତି ହରାଇବାରେ ଲାଗିଛନ୍ତି। ଯେଉଁଭଳି ଶକ୍ତି ନେଇ ପାଓ୍ବାର ଆଗକୁ ବଢୁଥିଲେ ତାହା ଏବେ ବିପଦରେ। ତେବେ ରାଜ୍ୟ ରାଜନୀତିରେ ବହୁତ ବଡ ପରିବର୍ତ୍ତନ ହେବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ