Masthead

ଏନସିପିର ଅସ୍ଥିତ୍ୱ ସଙ୍କଟରେ: ଦିିଲ୍ଲୀପ ଘୋଷ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଭାରତୀୟ ରାଜନୀତିର ଚର୍ଚ୍ଚିତ ଚେହେରା ଶରଦ ପାୱାରଙ୍କ ଇସ୍ତଫା । ନିଜେ ତିଆରି କରିଥିବା ଦଳ ଏନସିପିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି ଶରଦ । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହାପରଠାରୁ ମହାରାଷ୍ଟ୍ର ରାଜନୀତିରେ ହଇଚଇ ଦେଖାଦେଇଛି। ଏବେ ବିଜେପି ଏହାକୁ ନେଇ ଏକ ବୟାନ ଜାରି କରିଛି । ବିଜେପିର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ କହିଛନ୍ତି ମହାରାଷ୍ଟ୍ର ରାଜନୀତିରେ ବଡ ପରିବର୍ତ୍ତନ ହେବାକୁ ଯାଉଛି।

ସେ ଆହୁରି ମଧ୍ୟ କହିଛନ୍ତି, ବେଶ କିଛିଦିନ ହେବ ମହାରାଷ୍ଟ୍ର ରାଜନୀତିରେ ଉତଥାନ ପତନ ଲାଗି ରହିଛି। ସେ ଦାବି କରିଛନ୍ତି କି ଏନସିପିର ଅସ୍ଥିତ୍ୱ ସଙ୍କଟରେ, ଶରଦ ପାଓ୍ବାର ତାଙ୍କ ଶକ୍ତି ହରାଇବାରେ ଲାଗିଛନ୍ତି। ଯେଉଁଭଳି ଶକ୍ତି ନେଇ ପାଓ୍ବାର ଆଗକୁ ବଢୁଥିଲେ ତାହା ଏବେ ବିପଦରେ। ତେବେ ରାଜ୍ୟ ରାଜନୀତିରେ ବହୁତ ବଡ ପରିବର୍ତ୍ତନ ହେବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା