Masthead

‘ଯେ କୌଣସି ସମୟରେ ଭାଙ୍ଗିଯାଇପାରେ ଏନଡିଏ ସରକାର’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯେ କୌଣସି ସମୟରେ ଭାଙ୍ଗିଯାଇପାରେ ଏନଡିଏ ସରକାର । ଏଭଳି କହିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସେ କହିଛନ୍ତି, ଭୁଲରେ ଏନଡିଏ ସରକାର ଗଠନ କରାଯାଇଥିଲା। ଏହା ଏକ ସଂଖ୍ୟାଲଘୁ ସରକାର। ଏହି ସରକାର ଯେକୌଣସି ସମୟରେ ଭାଙ୍ଗିପାରେ। ଖଡଗେ ଆହୁରି କହିଛନ୍ତି, ଦେଶକୁ ମଜବୁତ କରିବା ପାଇଁ ଆମେ ମିଳିତ ଭାବେ କାର୍ୟ୍ୟ କରିବା ଉଚିତ। କିନ୍ତୁ ଆମର ପ୍ରଧାନମନ୍ତ୍ରୀଙ୍କର କିଛି ନ କରିବାର ଅଭ୍ୟାସ ଅଛି। କିନ୍ତୁ ଦେଶକୁ ମଜବୁତ କରିବା ପାଇଁ ଆମେ ସହଯୋଗ କରିବୁ। ଲୋକ ସଭା ନିର୍ବାଚନର ଫଳାଫଳ ପରେ କଂଗ୍ରେସର ମନୋବଳ ଅଧିକ ଶକ୍ତିଶାଳୀ ହୋଇଛି। ଯଦିଓ ଏନଡିଏ ମିଳିତ ମଞ୍ଚ ସରକାର ଗଠନ କରିଛି, ଇଣ୍ଡି ମିଳିତ ମଞ୍ଚ ୨୩୪ ଟି ଆସନ ଜିତିବାରେ ସଫଳ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି