Masthead

ୟୁପିଏ ଇଣ୍ଡିଆରେ ପରିଣତ ହୋଇଛି, ଇଣ୍ଡିଆ ଜିତିବ: ରାଘବ ଚଡ୍ଡା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏନଡିଏ ବିରୋଧରେ ଲଢିବ ଇଣ୍ଡିଆ । ୨୦୨୪ ନିର୍ବାଚନରେ ଏନଡିଏକୁ ଟକ୍କର ଦେବା ପାଇଁ ଏକାଠି ହୋଇଛନ୍ତି ବିରୋଧୀ । ମେଣ୍ଟର ନା ବଦଳିବା ପରେ ଏବେ ଜୋର ଧରିଛି ରାଜନୀତି । ଆପ ସାଂସଦ ରାଘବ ଚଡ୍ଡା କହିଛନ୍ତି କେନ୍ଦ୍ର ସରକାର ସବୁଥିରେ ବିଫଳ ହୋଇଛନ୍ତି । ଗତ ୯ ବର୍ଷ ମଧ୍ୟରେ ଏନଡିଏର କୌଣସି ବୈଠକ ଡକାଯାଇ ନଥିଲା ।

କିନ୍ତୁ ଗତକାଲି ଏନଡିଏ ବୈଠକ ଡାକିଥିଲା। ବିଜେପି କହିଥିଲା କି ‘ଆମେ ଏକ ସମସ୍ତଙ୍କ ଉପରେ ଭାରି’ । ବର୍ତ୍ତମାନ ଏନଡିଏ ଇଣ୍ଡିଆରେ ପରିଣତ ହୋଇଛି ଏବଂ ଇଣ୍ଡିଆ ଜିତିବ।ଇଣ୍ଡିଆ ହେଉଛି ଭଲ ନାମ । କିଏ ଏହାକୁ ପ୍ରସ୍ତାବ ଦେଇଛନ୍ତି ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ