Masthead

ସେମିରେ ବେଲଜିୟମଠାରୁ ଭାରତ ପରାସ୍ତ

(ବଡ଼ ଖବର ବ୍ୟୁରୋ): ଭାରତକୁ ଲାଗିଛି ଝଟକା । ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସ ସେମିଫାଇନାଲ ୩-୧ ଗୋଲରେ ବାଜିମାରି ସେମିଫାଇନାଲରେ ପ୍ରବେଶ କରିଥିଲା । କିନ୍ତୁ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ପୁରୁଷ ହକି ଟିମ। ସେମି ଫାଇନାଲ ମୁକାବିଲାରେ ହାରିଛି ଭାରତୀୟ ହକି ଟିମ । ବେଲଜିୟମଠୁ ୫-୨ରେ ହାରିଛି ଭାରତୀୟ ଦଳ । ଏବେ ଦଳ ବ୍ରୋଞ୍ଜ ପଦକ ପାଇଁ ଖେଳିବ ।

ସେପଟେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ଦଳର ପରାଜୟ ପରେ ଭାରତୀୟ ଦଳର ମନୋବଳକୁ ବଢାଇଛନ୍ତି । ଆଗାମୀ ମ୍ୟାଚ ପାଇଁ ନିଜର ଚେଷ୍ଟା ଜାରି ରଖିବାକୁ ସେ ଶୁଭକାମନା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ