Masthead

ସମ୍ଭାବ୍ୟ ବାତ୍ୟା ନେଇ ଦୀଘାରେ ଏନଡିଆରଏଫର ପହରା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଘୂର୍ଣ୍ଣିଝଡ଼ “ମୋକା” । ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗର ସୈକତ ନଗରୀ ଦୀଘା ବେଳାଭୂମିରେ ପହରା ଦେଉଛନ୍ତି ଏନଡିଆରଏଫରର ଏକ ଟିମ। ପଶ୍ଚିମବଙ୍ଗ ପ୍ରଶାସନ ପକ୍ଷରୁ ମୋକା ଝଡ଼ ନେଇ ସତର୍କତା ଜାରି କରାଯାଇଛି । ମାଇକ ଜରିଆରେ ସତର୍କତା ମୂଳକ ପ୍ରଚାର କରୁଛି ଏନଡିଆରଏଫରର ଏକ ସ୍ୱତନ୍ତ୍ର ଟିମ ।

୧୨ ଓ ୧୩ରେ ଘୁର୍ଣ୍ଣିଝଡ଼ ଉଗ୍ରରୂପ ଧାରଣ କରିବାର ସମ୍ଭାବନାକୁ ନେଇ ସମସ୍ତ ପର୍ଯ୍ୟଟକମାନଙ୍କୁ ସମୁଦ୍ର ବେଳାଭୂମିକୁ ନଯିବାକୁ କୁହାଯାଇଛି । ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ଏହି ଦୁଇଦିନ ସମୁଦ୍ର ଭିତରକୁ ମାଛ ଧରିବା ପାଇଁ ଯିବାକୁ ବାରଣ କରାଯାଇଛି। ଏନଡିଆରଏଫରର ଏହି ଟିମ ଉପକୂଳବର୍ତ୍ତୀ ଗ୍ରାମାଞ୍ଚଳରେ ମଧ୍ୟ ମାଇକ ଧରି ଗ୍ରାମବାସୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି