Masthead

ଜାଭେଲିନ୍‌ରେ ଫାଇନାଲରେ ଏଣ୍ଟ୍ରିକଲେ ନୀରଜ ଚୋପ୍ରା

(ବଡ଼ ଖବର ବ୍ୟୁରୋ): ଭାରତ ପାଇଁ ଆଉ ଏକ ପଦକ ଆଶା ଉଜ୍ଜବୀତ ହୋଇଛି। ଅଲିମ୍ପିକ୍ସରେ ପୁରୁଷ ବର୍ଗ ଜାଭେଲିନ୍‌ ଥ୍ରୋରେ ଦମଦାର ପ୍ରଦର୍ଶନ କରିଛନ୍ତି ନୀରଜ ଚୋପ୍ରା। ୮୬.୬୫ ମିଟର ଥ୍ରୋ କରି ଗ୍ରୁପ-ଏ ର ଶୀର୍ଷରେ ରହିବା ସହତି ଜାଭେଲିନ୍‌ ଫାଇନାଲକୁ ପ୍ରବେଶ କରିଛନ୍ତି ନୀରଜ ।

ସେହିପରି ଗ୍ରୁପ୍-ବିରେ ଥିବା ଶିବପାଲଙ୍କ ଉପରେ ମଧ୍ୟ ନଜର ରହିଛି। ଶିବପାଲ ପ୍ରଥମ ପ୍ରୟାସରେ ୭୪.୬୦ ମିଟର ଥ୍ରୋ କରି ଗ୍ରୁପର ୫ମ ସ୍ଥାନରେ ଅଛନ୍ତି। ଆଉ ୨ଟି ଥ୍ରୋ ବାକି ଥିବାବେଳେ ଶିବପାଲଙ୍କ ଉପରେ ରହିଛି ସମସ୍ତଙ୍କ ନଜର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି