Masthead

ପ୍ୟାରିସ୍ ଅଲିମ୍ପିକ୍ସ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ୟାରିସ୍ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା । ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ରୌପ୍ୟ ଜିତିଲେ ନୀରଜ । ୮୯.୪୫ ମିଟର ଜାଭେଲିନ୍ ଫିଙ୍ଗି ରୌପ୍ୟ ଜିତିଲେ ନୀରଜ । ପ୍ୟାରିସ୍ ଅଲିମ୍ପିକ୍ସରେ ଦେଶ ପାଇଁ ପ୍ରଥମ ରୌପ୍ୟ ଜିତିଲେ ନୀରଜ । ୨୦୨୦ ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ନୀରଜ ଚୋପ୍ରା । ଅଲିମ୍ପିକ୍ସ ଜାଭଲିନ୍ ଫାଇନାଲ କିନ୍ତୁ ଭାରତ-ପାକିସ୍ତାନ ଲଢେଇ ଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା । ପାକିସ୍ତାନର ଅର୍ଶଦ୍ ନଦୀମ୍ ଅଲିମ୍ପିକ୍ ରେକର୍ଡ ୯୨.୯୭ ମିଟର ଜାଭଲିନ୍ ଫିଙ୍ଗି ସ୍ୱର୍ଣ୍ଣ ପଦକ ନିଜ ନାଁରେ କରିଛନ୍ତି ।

ଗୁରୁବାର ତୀବ୍ର ପ୍ରତିନ୍ଦ୍ୱିତାପୂର୍ଣ୍ଣ ଜାଭଲିନ୍ ଇଭେଣ୍ଚରେ ନୀରଜ ତାଙ୍କ ପ୍ରଥମ ପ୍ରୟାସ ଫାଉଲ୍ ମାରି ନିରାଶାରୁ ଅଭିଯାନ ଆରମ୍ଭ କରିଥିଲେ । ଦ୍ୱିତୀୟ ପ୍ରୟାସରେ ନୀରଜ କିନ୍ତୁ ୮୯.୪୫ ମିଟର ଜାଭଲିନ୍ ଫିଙ୍ଗି ଦ୍ୱିତୀୟ ସ୍ଥାନକୁ ଲମ୍ଫ ମାରିଥିଲେ । ସେପଟ ନୀରଜ ଚୋପ୍ରା ରୌପ୍ୟ ପଦକ ହାସଲ କରିବା ପରେ ଏକ୍ସ ମାଧ୍ୟମରେ ଶୁଭେଚ୍ଛା ଜଣାଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ