Masthead

‘ଭବିଷ୍ୟତରେ ଡାକ୍ତର ହେବି’

ବେଗୁନିଆପଡ଼ା, (ବଡ଼ ଖବର ବ୍ୟୁରୋ): ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ଦ୍ଵାରା ସଞ୍ଚାଳିତ ନୀଟ୍-୨୦୨୦ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ରାଜ୍ୟର ୩୨ ହଜାର ୮୩୩ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। କୋଦଳା ଏନ୍ଏସିର ସାମ୍ବାଦିକ ସୂର୍ୟ୍ୟନାରାୟଣ ବଡୁଙ୍କ ପୁଅ ଶିବପ୍ରସାଦ ବଡୁ ୭୨୦ରୁ ୬୬୦ ମାର୍କ ରଖି ସଫଳତା ହାସଲ କରିଛନ୍ତି। ସଫଳତାର ଶ୍ରେୟ ସେ ପଢ଼ୁଥିବା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଗୁରୁଜୀ, ଗୁରୁମା, ବାପା, ମା’ ସବିତା ବଡୁ, ଭଉଣୀ ଓ ଭିଣୋଇଙ୍କୁ ଦେଇଛନ୍ତି। ଶିବ ପ୍ରସାଦ ଡାକ୍ତର ହୋଇ ଅସହାୟ ଗରିବଙ୍କ ସେବା କରିବେ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା