Masthead

ସେପ୍ଟେମ୍ବର ୧୨ରେ ନିଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୧୨ ରୁ ଅନୁଷ୍ଠିତ ହେବ ନିଟ୍ ପରୀକ୍ଷା । ୨୦୨୧ ବର୍ଷ ପାଇଁ ସପ୍ଟେମ୍ବର ମାସରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଆଜି ସଂଧ୍ୟା ୫ରୁ ଆରମ୍ଭ ହେବ ଅନଲାଇନ ଫର୍ମ ପୂରଣ । ନିଟର ୱେବସାଇଟରେ ପରୀକ୍ଷାର୍ଥୀ ଫର୍ମଫିଲଫ କରିପାରିବେ ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ସୂଚନା ଦେଇଛନ୍ତି । ସାମାଜିକ ଦୂରତାକୁ ଗୁରୁତ୍ୱ ଦେଇ ଚଳିତ ଥର ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯାଇଛି । ୧୫୫ ପରିବର୍ତ୍ତେ ୧୯୮ଟି ସହରରେ ପରୀକ୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ